ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ବାଣୀବିହାର ସିନିୟର ଆସିଷ୍ଟାଣ୍ଟ୍ ଅଶୋକ କୁମାର ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍

19/12/2020 at 12:56 PM

ଭୁବନେଶ୍ବର୧୯/୧୨: ବାଣୀବିହାର ଡିଡିସିଇ ସିନିୟର ଆସିଷ୍ଟାଣ୍ଟ୍‌ ଅଶୋକ କୁମାର ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍‌। ପାଣ୍ଡ୍ରାସ୍ଥିତ ୨ ମହଲା ଘର, ପ୍ରଶାନ୍ତ ବିହାର ସରକାରୀ କ୍ବାର୍ଟରରେ ରେଡ୍‌ ହୋଇଛି। ବାଣୀ ବିହାର ଅଫିସ୍‌ ଓ କଳିଙ୍ଗନଗର k4/140 ରେ ମଧ୍ୟ ଚଢ଼ାଉ ହୋଇଛି। ବର୍ତ୍ତମାନ ସୁଦ୍ଧା ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି।

ନଗଦ ୩ ଲକ୍ଷ ୫୫ ହଜାର ଟଙ୍କା ମଧ୍ୟ ଜବତ ହୋଇଛି। ଏପରି କି ବ୍ୟାଙ୍କରେ ଥିବା ୧୧ଟି ଆକାଉଣ୍ଟରେ ଲକ୍ଷ ଲକ୍ଷ ଟଙ୍କା ଥିବା ଭିଜିଲାନ୍ସ ହାତରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଘରେ ଥିବା ୩୦୦ ଗ୍ରାମର ସୁନା ଏବଂ ୧୫୦ ଗ୍ରାମର ରୂପ  ଜବତ ହୋଇଛି। ଅଶୋକଙ୍କା ନାଁରେ ଆଉ କେଉଁଠି କେଉଁଠି ଘର ରହିଛି, ଏ​‌ ନେଇ ଭିଜିଲାନ୍ସ ଖୋଳତାଡ଼ ଆରମ୍ଭ କରିଛି।

   Related Posts