oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଭିଜିଲାନ୍ସ ଜାଲରେ ବଇଞ୍ଚା ଆର୍‌ଆଇ, ମୃତ୍ୟୁ ସାର୍ଟିଫିକେଟ୍‌ କରିବାକୁ ନେଉଥିଲେ ଲାଞ୍ଚ

2/08/2022 at 3:01 PM

ବାଲେଶ୍ୱର ୦୨।୦୮: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ଅଧିକାରୀ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ବାଲେଶ୍ୱର ସଦର ତହସିଲ ବଇଞ୍ଚା ରାଜସ୍ୱ ନିରୀକ୍ଷକ (ଆର୍‌ଆଇ)  ଡଲି ସେଠୀ ।

ଖବର ଅନୁଯାୟୀ, ମୃତ୍ୟୁ ସାର୍ଟିଫିକେଟ୍‌ କରାଇଦେବାକୁ ଲାଞ୍ଚ ନେଉଥିଲେ ବଇଞ୍ଚା ଆର୍‌ଆଇ ଡଲି ସେଠୀ । ଠିକ୍‌ ଏହି ସମୟରେ ଚଢାଉ କରିଥିଲା ଭିଜିଲାନ୍ସ । ଆଉ ଏହି ଚଢାଉରେ ରାଜସ୍ୱ ନିରୀକ୍ଷକ (ଆର୍‌ଆଇ) ଡଲି ସେଠୀଙ୍କୁ ଧରିଥିଲା ଭିଜିଲାନ୍ସ । ଟଙ୍କା ଜବତ ସହ ଆରଆଇ ଡଲି ସେଠୀଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍‌ ।

   Related Posts