Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକାକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ

29/06/2022 at 8:08 AM

ଭୁବନେଶ୍ୱର ୨୯।୦୬: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କଟକ ଡମପଡା ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକାକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଡମପଡା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଡମପଡା ଅଫିସ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଏହି ସବୁ ସ୍ଥାନ ମଧ୍ୟରେ ଡମପଡା ସ୍ଥିତ ଅଫିସ,  ବାରଙ୍ଗ କୁହ୍ଲେଇପଦା ସ୍ଥିତ ତିନି ମହଲା ବିଶିଷ୍ଟ ଘର, କେନ୍ଦ୍ରାପଡ଼ା ରାଜକନିକା ତନେଇପଦା ସ୍ଥିତ ସମ୍ପର୍କୀୟଙ୍କ ଘର, ଚୌଦ୍ବାର ହାଉସିଂବୋର୍ଡ ସ୍ଥିତ ଭାଇଙ୍କ ଘରେ ରେଡ୍ ଚାଲିଛି । ଏହି ଚଢାଉରେ ୪ ଜଣ ଡିଏସ୍‌ପି, ୧୦ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।କଟକ ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି ।

   Related Posts