oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଭିଜିଲାନ୍ସ ଜାଲରେ R & Bର କନିଷ୍ଠ କିରାଣୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

30/12/2021 at 9:55 PM

ବ୍ରହ୍ମପୁର, ୩୦/୧୨: ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ । ବ୍ରହ୍ମପୁର R & B ଡିଭିଜନ୍  – ୧ ର କନିଷ୍ଠ କିରାଣୀ ଏଲ୍ କାମରାଜ ଦାସ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ।ତାଙ୍କ ଅଫିସ ସମେତ ଏକକାଳୀନ ୫ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଥିବା ଜଣାପଡ଼ିଛି ।ବର୍ତ୍ତମାନ ଏହି ଚଢ଼ାଉ ଜାରି ରହିଥିବା ବେଳେ ବ୍ରହ୍ମପୁର ଆଙ୍କୁଲି ଖଳା ସାହି,  ଆଙ୍କୁଲିର ତିନୋଟି ସ୍ଥାନ ଏବଂ କାର୍ଯ୍ୟାଳୟରେ ଭିଜିଲାନ୍ସ ପହଞ୍ଚି ଯାଞ୍ଚ କରୁଛି ।

   Related Posts