AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ଭିଜିଲାନ୍ସ ଜାଲରେ ବଡ଼ ମାଛ, ଡେପୁଟି କଲେକ୍ଟରଙ୍କ ୯ଟି ସ୍ଥାନରେ ଚଢାଉ

27/12/2022 at 10:02 AM

ଭୁବନେଶ୍ୱର ୨୭।୧୨ : ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର । ଜଗତସିଂହପୁର ଜିଲ୍ଲା ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସର ଚଢାଉ । ଏକାସାଙ୍ଗେ ୯ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।  

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲ୍ଲା ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ରେଡ୍‌ କରୁଛି ଭିଜିଲାନ୍ସ । ଭୁବନେଶ୍ୱରର ଭିଜିଲାନ୍ସ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଚଢାଉ କରୁଛି ଭିଜିଲାନ୍ସ । ଏହି ଚଢାଉରେ ୨ ଜଣ ଡିଏସ୍‌ପି, ୧୪ ଇନ୍ସପେକ୍ଟର ଓ ୬ ଜଣ ଏଏସ୍‌ଆଇ ଓ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି।

ତେବେ ଚଢାଉ ହେଉଥିବା ସ୍ଥାନଗୁଡିକ ମଧ୍ୟରେ ଭୁବନେଶ୍ୱର ୩ଟି ସ୍ଥାନ, ବାଲେଶ୍ୱରର ୩ଟି ସ୍ଥାନ, ଜଗତସିଂପୁରରେ ୨ଟି ସ୍ଥାନ ସହ ସୋନପୁରରେ ଅସ୍ଥାୟୀ ବାସଭବନ ରହିଛି ।

   Related Posts