previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୫୨ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ଉପରତଳ ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୬୧୬୭ କରୋନା ପଜିଟିଭ୍
  • ||
  • ବିହାରରେ ବିଜେପିଠୁ ଅଲଗା ହେବ ଜେଡିୟୁ ! ଗୋଟିଏ-ଦୁଇ ଦିନରେ ହୋଇପାରେ ଘୋଷଣା
  • ||
  • ଝାରସୁଗୁଡା ଉପକାରାଗାରରେ ଅଘଟଣ, ଗଳାକାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଜଙ୍ଗଲର ରାଜାକୁ ପାଳିବା ପାଇଁ ଟଙ୍କା ନାହିଁ : ଚିଡିଆଖାନାର ସିଂହକୁ ବିକ୍ରି କରିଦେବ ପାକିସ୍ତାନ
  • ||

ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ

2/09/2020 at 9:01 AM

ଝାରସୁଗୁଡ଼ା ୦୨।୦୯:  ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ । ଝାରସୁଗୁଡ଼ା ବ୍ରଜରାଜ ନଗର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ପଟେଲଙ୍କ ଘରେ ରେଡ କରିଛି ଭିଜିଲାନ୍ସ ଟିମ୍ ।

ଦିଲ୍ଲୀପ ଘରେ ସମେତ ୬ଟି ସ୍ଥାନରେ ଛାପା ମାରିଛି ଭିଜିଲାନ୍ସ ଟିମ୍ । ଝାରୁସୁଗୁଡ଼ା ମ୍ୟୁନିସିପାଲଟି କଲୋନୀରେ ଥିବା ସରକାରୀ ବାସଭବନ, ଝାରସୁଗୁଡ଼ା ସହରରେ ଥିବା ଏକ ବିଲ୍ଡିଂ, ଏବଂ ଏକ ପେଟ୍ରୋଲ ପମ୍ପ ସମେତ ଅନ୍ୟ ସ୍ଥାନ ଗୁଡ଼ିକରେ ଚଢ଼ାଉ ଚାଲିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ଼ ଚାଲିଛି ।

   Related Posts