oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ଦେଶରେ ଆରମ୍ଭ ହେବ 5G ମୋବାଇଲ ସେବା, ପ୍ରଗତି ମଇଦାନରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
  • ||

ଭିଜିଲାନ୍ସରେ ଜାଲରେ ଦୁଇ ସରକାରୀ ଅଧିକାରୀ

4/09/2018 at 9:21 AM

କଳାହାଣ୍ଡି ୪|୯: ଭିଜିଲାନ୍ସରେ ଜାଲରେ ୨ ସରକାରୀ ଅଧିକାରୀ । କଳାହାଣ୍ଡି ମଦନପୁର-ରାମପୁର ବ୍ଲକ୍ ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ପିତାମ୍ବର ମହାକୁଡ ଓ କେସିଙ୍ଗା ବ୍ଲକ୍ ସହକାରୀ ଯନ୍ତ୍ରୀ ବାସୁଦେବ ମହାରଣାଙ୍କ ଘରେ ଭିଜିଲାନ୍ସ ରେଡ୍ କରାଯାଇଛି । ମଦନପୁର-ରାମପୁର, ସିରିପାଲି, ଭବାନୀପାଟଣା ସ୍ଥିତ ବାସଭବନରେ ଭିଜିଲାନ୍ସ ଚଢାଉ ହେ।ଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଇଥିବା ସୂଚନା ରହିଛି ।

   Related Posts