oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ରେଡ୍‌

30/03/2022 at 9:03 AM

ନୟାଗଡ ୩୦।୦୩ : ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନୟାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ରେଡ୍‌ ଚାଲିଛି । କଟକ ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଓ୍ୱାରେଣ୍ଟ ବଳରେ ଚାଲିଛି ଚଢାଉ । ଏହି ଚଢାଉରେ ୫ଜଣ ଡିଏମ୍‌ସି , ୫ଜଣ ଇନ୍‌ସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ଏକାସାଙ୍ଗେ ନୟାଗଡ଼, କଟକ, ଖୋର୍ଦ୍ଧାର ୬ଟି ସ୍ଥାନରେ ଚଢାଉ ଚାଲିଛି । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ନୟାଗଡସ୍ଥିତ ଅଫିସ, ନୟାଗଡ ଟାଉନସ୍ଥିତ ଘର,  ଭୁବନେଶ୍ବର ପଟିଆସ୍ଥିତ ଫ୍ଲାଟ, କଟକ କିଶୋରନଗର ସ୍ଥିତ ପୈତୃକ ଘର, କଟକ ଆଲିସା ବଜାର ସ୍ଥିତ ବିଲ୍ଡିଂ, ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ଦୁଇ ମହଲା ବିଶିଷ୍ଟ ବିଲ୍ଡିଂ ରହିଛି ।

   Related Posts