ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ଋଣ ପରିମାଣ
  • ||

ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ, ରାସ୍ତା କମ ବିଲ୍‌ କରିଦେବାକୁ ନେଉଥିଲେ ଲାଞ୍ଚ

26/09/2022 at 10:51 PM

ଖଲ୍ଲିକୋଟ, ୨୬/୦୯: ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ବଂଶୀଧର ପରିଡା । ରାସ୍ତା କାମର ବିଲ କରେଇଦେବା ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ଟିମ ଚଢ଼ାଉ କରି ତାଙ୍କୁ ଧରିବାରେ ସଫଳ ହୋଇଛି । ବ୍ଲକର ସ୍ୱଭାଗୃହ ନିକଟରେ ଥିବା ଏକ ପରିତ୍ୟକ୍ତ ଜାଗାରୁ ୪ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଟିମ |

   Related Posts