previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ଭିଜିଲାନ୍ସ ଜାଲରେ ଜି.ଉଦୟଗିରି ତହସିଲ ଅଫିସର ବରିଷ୍ଠ କିରାଣୀ

6/09/2018 at 4:01 PM

କନ୍ଧମାଳ ୬|୯: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ଜି.ଉଦୟଗିରି ତହସିଲ ଅଫିସର ବରିଷ୍ଠ କିରାଣୀ ସୁଶୀଲ କୁମାର ସେନାପତିଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ ଜାରି ରହିଛି । ଏକକାଳୀନ ୪ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଜି.ଉଦୟଗିରିସ୍ଥିତ କାର୍ଯ୍ୟାଳୟ, ଫୁଲବାଣୀସ୍ଥିତ ବାସଭବନ ଉପରେ ଚଢାଉ ଜାରି ରହିଛି ।

   Related Posts