AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, RWSS ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

7/01/2023 at 9:13 AM

କାମାକ୍ଷାନଗର ୦୭/୦୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ RWSS ଅଧିକ୍ଷଣ ଯନ୍ତ୍ରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ରେଡ଼ । ଭୁବନେଶ୍ୱର RWSS ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଡିହଡୋଳ ସ୍ଥିତ ବାସଭବନ, ପଙ୍ଗାତିରା ସ୍ଥିତ ଶ୍ୱଶୁର ଘର ଏବଂ ଭୁବନେଶ୍ୱର, ଢେଙ୍କାନାଳ ,ଅନୁଗୁଳ ସମେତ ୮ଟି ସ୍ଥାନରେ ଚଢ଼ାଉ ଜାରି । ଏହି ରେଡ଼ରେ ୮ଟି ଟିମ୍ ସାମିଲ୍ ଥିବା ସୂଚନା । ପରଜଙ୍ଗର ସ୍ଥିତ ଡିହଡୋଳ ବାସଭବନ ଠାରେ ରେଡ ଚାଲିଛି । ୬ ଜଣିଆ ଟିମ୍ ଦ୍ୱାରା ଚାଲିଛି ଚଢ଼ାଉ ।

   Related Posts