vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଝରୀଗାଁ ଲ୍ୟାମ୍ପ ଏମଡି

27/09/2018 at 1:29 PM

ନବରଙ୍ଗପୁର ୨୭ /୯ : ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଝରୀଗାଁ ଲ୍ୟାମ୍ପ ଏମଡି ମନସାଇ ପନକା | ଝରୀଗାଁ ଅଫିସ ନୂଆଗଉଡର ଦୁଇଟି ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ | ରାୟଗଡା, ଜୟପୁର ଏବଂ ନବରଙ୍ଗପୁରର ୪ଟି ଭିଜିଲାନ୍ସ ଟିମ ଚଢ଼ାଉ କରିଛନ୍ତି | ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଓ ଦୁର୍ନୀତି ଅଭିଯୋଗରେ ରେଡ ଚହଲିଛି |

   Related Posts