ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ୍

24/12/2020 at 10:01 AM

ସୋନପୁର ୨୪।୧୨ : ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଅଧିକାରୀ । ସୋନପୁର ଜିଲ୍ଲା ଡୁଙ୍ଗୁରୀପାଲୀ ବ୍ଲକ ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦୁର୍ଯ୍ୟୋଧନ ମେହେରଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ୍‌ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋନପୁର ଜିଲ୍ଲା ଡୁଙ୍ଗୁରୀପାଲୀ ବ୍ଲକ ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦୁର୍ଯ୍ୟୋଧନ ମେହେରଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଭିଜିଲାନ୍ସ ପକ୍ଷରୁ ଏକାସାଙ୍ଗେ ତାଙ୍କ ଅଫିସ, ସୋନପୁର ସହରର ସ୍ଥିତ ମଣିକେଶ୍ୱରୀ ପଡ଼ାରେ ଥିବା ତାଙ୍କ ଘରେ ଚଢାଉ ଜାରି ରହିଛି । ସମ୍ବଲପୁର ଭିଜିଲାନ୍ସ ଡିଏସ୍‌ପିଙ୍କ ନେତୃତ୍ୱରେ ୧୮ଜଣିଆ  ଟିମ୍‌ ଚଢାଉ ସାମିଲ ଅଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ତାହା ସ୍ପଷ୍ଟ ହୋଇନାହିଁ ।

   Related Posts