ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଏନ୍‌ଏଚ୍‌ ସଂପ୍ରସାରଣ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

30/05/2019 at 8:08 AM

ଢେଙ୍କାନାଳ ୩୦|୫:  କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ । ଢେଙ୍କାନାଳ ଜିଲ୍ଲା ମୋଟଗାଁ ଥାନା ଧଳପୁର ଛକରେ ଜାତୀୟ ରାଜପଥ ୫୫ ଅବରୋଧ କରିଛନ୍ତି ଲୋକେ । ଜାତୀୟ ରାଜପଥ ସଂପ୍ରସାରଣରେ କ୍ଷତିଗ୍ରସ୍ତଙ୍କୁ ନ୍ୟାର୍ଯ୍ୟ କ୍ଷତିପୂରଣ ଦାବି କରି ରାସ୍ତା ଅବରୋଧ କରିଛନ୍ତି । ରାସ୍ତା ଅବରୋଧ ଫଳରେ ଢେଙ୍କାନାଳରୁ ଅନୁଗୋଳ ମଧ୍ୟରେ ଯାତାୟତ ଠପ୍ ହୋଇଛି ।

   Related Posts