Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରତିବାଦରେ ବିକ୍ଷୋଭ କରୁଥିଲେ କଂଗ୍ରେସ ନେତା; ଉଠାଇନେଲା ଦିଲ୍ଲୀ ପୁଲିସ
  • ||
  • ଭାରତରେ ସମସ୍ତ ଇଞ୍ଜିନିୟରିଂ ଟିମ୍‌କୁ ଛଟେଇ କଲା GitHub; ୧୪୦ ଇଞ୍ଜିନିୟର ହେବେ ପ୍ରଭାବିତ
  • ||
  • ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ସୂଚନା; ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ MBBS ପରୀକ୍ଷା ପାସ୍ କରିବାକୁ ମିଳିବ ଥରେ ସୁଯୋଗ, ଦୁଇ ବର୍ଷ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୁଳକ
  • ||
  • ଭଦ୍ରକ: ଶ୍ରୀରାମନବମି ପାଇଁ ମହିଳା ଶ୍ରଦ୍ଧାଳୁଙ୍କ ବିଶାଳ କଳଶ ଶୋଭାଯାତ୍ରା
  • ||
  • ପାଟଣା: ଅଟେଇ ସଂରକ୍ଷିତ ଜଙ୍ଗଲରୁ ଧରାପଡ଼ିଲେ ଧନୁତୀରଧାରୀ ୯ ଶୀକାରି
  • ||
  • ମେକ୍ସିକୋରେ ପ୍ରବାସୀ ଥଇଥାନ କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ; ୩୯ ମୃତ, ଏକାଧିକ ଆହତ
  • ||
  • ସୁନ୍ଦରଗଡ : ଆୟକର ଫାଙ୍କିବା ଅଭିଯୋଗ, ସୁନ୍ଦରଗଡ ସହରର ବିଭିନ୍ନ ସ୍ଥାନରେ ଚଢାଉ
  • ||
  • ବାଲେଶ୍ବର : ଅନ୍ବେଷା ଇନ୍ ଚିଟ୍ ଫଣ୍ଡ ମାମଲା : ଡାଇରେକ୍ଟରଙ୍କୁ ୫ବର୍ଷ ଓ ଅନ୍ୟ ୨ଜଣଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ
  • ||
  • ବଢ଼ିଲା ପାନ୍‌-ଆଧାର ଲିଙ୍କ ଅବଧି, ଏତିକି ସମୟ ଦେଲେ କେନ୍ଦ୍ର ସରକାର
  • ||
  • ଆନନ୍ଦପୁର: ଟଙ୍କା ନେଣଦେଣକୁ ନେଇ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ
  • ||

ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ଫିଟନେସ ଚ୍ୟାଲେଞ୍ଜକୁ ଗ୍ରହଣ କରିଛନ୍ତି ମୋଦି

24/05/2018 at 7:10 AM

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଫିଟନେସ୍ ଚ୍ୟାଲେଞ୍ଜକୁ ଗ୍ରହଣ କରିଛନ୍ତି । ଟ୍ବିଟ୍ କରି କହିଛନ୍ତି ଖୁବ ଶୀଘ୍ର ମୁଁ ମୋର ଫିଟନେସ୍ ଭିଡିଓ ଅପଲୋଡ୍ କରିବି । ପୂର୍ବରୁ କୋହଲିଙ୍କୁ ଚ୍ୟାଲେଞ୍ଜ କରିଥିଲେ କେନ୍ଦ୍ରମନ୍ତ୍ରୀ ରାଜବର୍ଦ୍ଧନ ସିଂ ରାଠୋର । ରାଜବର୍ଦ୍ଧନଙ୍କ ଚ୍ୟାଲେଞ୍ଜକୁ ବିରାଟ ଗ୍ରହଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ନିଜ ସ୍ତ୍ରୀ ଅନୁଷ୍କା ଶର୍ମା ଓ କ୍ରିକେଟ୍ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ଚ୍ୟାଲେଞ୍ଜ କରିଥିଲେ । ମେ ୨୨ରୁ ହମ୍ ଫିଟ୍ ତୋ ଇଣ୍ଡିଆ ଫିଟ୍ ନାମକ ମୁଭମେଣ୍ଟ ଆରମ୍ଭ କରିଛନ୍ତି କେ୍ଦ୍ରମନ୍ତ୍ରୀ ରାଜବର୍ଦ୍ଧନ ସିଂ ରାଠୋର । ନିଜେ ଫୁଷ୍ ଅପ୍ କରିବା ବେଳର ଭିଡିଓ ଅପଲୋଡ୍ କରି ବିରାଟ କୋହଲି, ହ୍ରିତିକ ରୋଶନ ଓ ସାଇନା ନେହେୱାଲ୍ଙ୍କୁ ଫିଟନେସ୍ ଚ୍ୟାଲେଞ୍ଜ ଦେଇଥିଲେ ।

Leave a Reply

   Related Posts