ପୁରୀ ସମୁଦ୍ରରେ ବୁଡ଼ିଗଲେ ପର୍ଯ୍ୟଟକ, ମୃତ ଘୋଷଣା କଲେ ଡାକ୍ତର
14/12/2022 at 4:17 PM

ପୁରୀ, ୧୪/୧୨: ସମୁଦ୍ରରେ ଗାଧୋଇବା ବେଳେ ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ। ମୃତ ପର୍ଯ୍ୟଟକ ହେଲେ ପଶ୍ଚିମବଙ୍ଗ ନର୍ଥ ଟ୍ବେଣ୍ଟି ପ୍ରଗଣା ଅଞ୍ଚଳର ଲୁପିନ ବିଶ୍ବାସ । ସେକ୍ଟର ୧୨ ହୋଟେଲ ବଙ୍ଗଲକ୍ଷ୍ମୀ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିବା ସମୟରେ ବୁଡ଼ି ଯାଇଥିଲେ ଲୁପିନ। ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ବେଳେ ସେଠାରେ ଡାକ୍ତର ଲୁପିନଙ୍କୁ ମୃତ ଘୋଷଣା କରିଛନ୍ତି।
Related Posts
ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଆଜୀବନ କାରାଦଣ୍ଡ ଦେଲେ ଅଦାଲତ
31 January 2023
ଟ୍ୟୁସନ୍ ଶିକ୍ଷକଙ୍କ ମୃତ୍ୟୁ ଖବର ପାଇ ଆତ୍ମହତ୍ୟା କଲେ ଛାତ୍ରୀ
31 January 2023