oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୩ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ପୂଜା ପାଉଛନ୍ତି ଦେବଶିଳ୍ପୀ ବିଶ୍ୱକର୍ମା, ଚଳଚଞ୍ଚଳ ପୁରପଲ୍ଲୀ

17/09/2022 at 8:01 AM

ଭୁବନେଶ୍ୱର ୧୭/୦୯: ଆଜି ପବିତ୍ର ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ୨ ବର୍ଷ ଧରି କୋଭିଡ୍ କଟକଣା ଯୋଗୁଁ ଧୁମ୍ ଧାମ୍ ରେ ପୂଜା ହୋଇପାରିନଥିବା ବେଳେ ଏଥର ବେଶ୍ ଧୁମ୍ ଧାମ୍ ରେ ବିଶ୍ବକର୍ମା ପୂଜା ହେଉଛି ।

ବିଶେଷ କରି ଶିଳ୍ପ କାରଖାନା ମାନଙ୍କରେ ବିଶ୍ୱକର୍ମାଙ୍କ ପୂଜା ପାଳନ କରାଯାଉଛି । ଦେବଶିଳ୍ପୀ ବିଶ୍ବକର୍ମା ସକଳ ଶିଳ୍ପକଳାର ଜନକ । ସେଥିପାଇଁ ବିଭିନ୍ନ ଶିଳ୍ପାନୁଷ୍ଠାନମାନଙ୍କରେ କନ୍ୟା ସଂକ୍ରାନ୍ତିରେ ବିଶ୍ୱକର୍ମା ପୂଜା କରାଯାଏ। ବଢ଼େଇ, ନିର୍ମାତା ଓ କାରିଗରମାନେ ନିଜ ନିଜ ଘରେ ବିଶ୍ୱକର୍ମାଙ୍କୁ ଏ ଅବସରରେ ପୂଜା କରନ୍ତି । ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରପାତିକୁ ଶୁଦ୍ଧପୁତ କରି ଏହି ଦିନ ପୂଜା କରାଯାଏ। ସେଥିପାଇଁ ବିଶ୍ୱକର୍ମା ପୂଜା ଉପଲକ୍ଷେ ଯାନ୍ତ୍ରିକ କାର୍ଯ୍ୟ ବନ୍ଦ ଥାଏ । ଏହାଛଡା ବିଭିନ୍ନ ଶିଳ୍ପାଞ୍ଚଳ, ଗ୍ୟାରେଜ, ଦୋକାନ, ଇଲେକ୍ଟ୍ରି ଅଫିସ୍ ଗୁଡିକରେ ଧୁମଧାମରେ ପୂଜାର୍ଚ୍ଚନା କରାଯାଇଛି।

   Related Posts