oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ବନାରସ ଗାଁରେ ଅଘଟଣ, ଭୋଟ ଦେବାକୁ ଆସି ଚାଲିଗଲା ମହିଳାଙ୍କ ଜୀବନ

24/02/2022 at 11:06 AM

ବଲାଙ୍ଗୀର ୨୪/୦୨: ବଲାଙ୍ଗୀର ବନାରସ୍ ଗାଁରେ ଅଘଟଣ । ଭୋଟ ଦେବାକୁ ଆସି ମହିଳାଙ୍କ ମୃତ୍ୟୁ । ମୃତକ ଜଣଙ୍କ ହେଉଛନ୍ତି ଗୁଲାପି ମହାକୁର । ସୂଚନା ଥାଉକି, ଲାଇନରେ ଛିଡ଼ା ହୋଇଥିବା ଅଚେତ ହୋଇପଡିଥିଲେ ଗୁଲାପି ।

ତେବେ ତାଙ୍କ ଅବସ୍ଥାରେ ଗୁରୁତର ହେବାରୁ ଚିକିତ୍ସା ପାଇଁ ହସ୍ପିଟାଲ ନିଆଯାଉଥିଲା । ହେଲେ ହସ୍ପିଟାଲ ନେବାବେଳେ ତାଙ୍କର ମୃତ୍ୟ ହେଉଛନ୍ତି । ସଇଁତଲା ବ୍ଲକ ବନାରସ ଗାଁର ୮ ନମ୍ବର ବୁଥରେ ଘଟିଛି ଅଘଟଣ । ସେପଟେ ଗୁଲାପୀଙ୍କ ମୃତ୍ୟୁ ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

   Related Posts