vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଘରେ ଶୋଇଥିବା ବେଳେ ଭୁଷୁଡିପଡିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ବୃଦ୍ଧ ଦମ୍ପତ୍ତି

8/08/2019 at 12:40 PM

ତରଭା ୮|୮: ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ୍ ମେଣ୍ଡା ଗ୍ରାମରେ ଘରେ ଶୋଇଥିବାବେଳେ ଭୁଷୁଡି ପଡିଛି କାନ୍ଥ । ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଷୁଡିପଡିଛି । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ବୃଦ୍ଧ ଦମ୍ପତି l

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ମେଣ୍ଡା ଗ୍ରାମର ମୁଟୁରୁ ପ୍ରଧାନ ଏବଂ ତାଙ୍କ ପତ୍ନୀ ରାତିରେ ଶୋଇଥିବା ସମୟରେ ରାତି ପ୍ରାୟ ୪ଟା ସମୟରେ ଘରର ମାଟି କାନ୍ଥ ଭାଙ୍ଗିଯାଇଥିଲା l ଏହି ଦୁର୍ଘଟଣାରେ ଦୁଇ ଜଣ ବୃଦ୍ଧ ଦମ୍ପତ୍ତି ଅଳ୍ପକେ ବର୍ତ୍ତିଯାଇଛନ୍ତି l ସେମାନେ ଗରିବ ଏବଂ ଘରେ କେହି ସକ୍ଷମ ବ୍ୟକ୍ତି ନଥିବାରୁ ସରକାରୀ ସହାୟତା ପାଇଁ ଦାବି କରିଛନ୍ତି ଗ୍ରାମବାସୀ l

   Related Posts