oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

କାଶୀନଗର ନିକଟରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବଂଶଧାରା, ବର୍ତ୍ତମାନ ନଦୀର ଜଳସ୍ତର ୫୪.୨୨ ମିଟର

18/07/2022 at 10:50 AM

ଗଜପତି ୧୮।୭: ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ବର୍ଷା । ଗଜପତି ଜିଲ୍ଲାରେ ମଧ୍ୟ ଲଗାଣ ବର୍ଷା ଜାରି ରହିଛି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବଂଶଧାରା ନଦୀ ।

କାଶୀନଗର ନିକଟରେ ବଂଶଧାରା ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ବିପଦ ସଂକେତ ୫୪.୧୦ ମିଟର ଥିବାବେଳେ ବର୍ତ୍ତମାନ ନଦୀର ଜଳସ୍ତର ୫୪.୨୨ ମିଟରରେ ପ୍ରବାହିତ ହେଉଛି । ସେପଟେ ଆନ୍ଧ୍ରପ୍ରଦେଶର ଗୋଟା ବ୍ୟାରେଜର ୨୨ଟି ଗେଟ୍‌ରୁ ୨୧ଟି ଗେଟ୍ ଖୋଲାଯାଇଛି । ପ୍ରତି ମିନିଟ୍ରେ ୩୩,୦୦୦ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି ।

   Related Posts