ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆନନ୍ଦପୁର : ବାଇକକୁ ପଛପଟୁ ପିଟିଲା କାର୍‌, ଦୁଗ୍ଧ ବିକ୍ରି କରିବାକୁ ବାହାରିଥିଲେ ରବିନ୍ଦ୍ର
  • ||
  • ଓସ୍କାର ବିଜେତା ଗାୟିକା ଆଇରିନ କାରାଙ୍କ ଦେହାନ୍ତ, ୬୩ ବର୍ଷରେ ଦୁନିଆକୁ କହିଲେ ଅଲବିଦା
  • ||
  • IND vs NZ : ବର୍ଷାରେ ଧୋଇଗଲା ମ୍ୟାଚ୍, ୨ ଦିନିକିଆ ବାତିଲ
  • ||

ନବୀନଙ୍କ ଜଳ ପ୍ରକଳ୍ପ ଶିଳନ୍ୟାସକୁ ମୋଦିଙ୍କ ଗ୍ୟାସ ବିତରଣ ପ୍ରକଳ୍ପ ଶିଳାନ୍ୟାସ : 9pm Disussion (22.11.2018)

23/11/2018 at 12:08 AM

ଆମର ଆଜିର ବିତର୍କ – ପାଣି ବନାମ ଗ୍ୟାସ୍ ।

ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ଲୁଣିପାଣି ଅଞ୍ଚଳରେ ମଧୁର ପିଇବା ପାଣି ପାଇଁ ବସୁଧା ଯୋଜନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକର ୯୨ଟି ଓ ଗଞ୍ଜାମ ବ୍ଲକର ୫୫ଟି ଗାଁକୁ ମିଳିବ ବିଶୁଦ୍ଧ ପିଇବା ପାଣି । ସେପଟେ ଆଜି କେନ୍ଦ୍ର ସରକାର ସହରାଞ୍ଚଳ ଗ୍ୟାସ୍ ବିତରଣ ପ୍ରକଳ୍ପ ଶିଳାନ୍ୟାସ କରିଛନ୍ତି ।

   Related Posts