vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଖୋଲା, ଜଳସ୍ତର ୬୧୫.୯୫ ଫୁଟ୍

18/08/2020 at 7:17 AM

ସମ୍ବଲପୁର ୧୮।୮: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ଜଳସ୍ତର ୬୧୫.୯୫ ଫୁଟ୍ ରହିଛି । ସେପଟେ ୨୦ଟି ଗେଟ୍ ଦେଇ ୩ ଲକ୍ଷ ୨୨ ହଜାର ୯୫୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିବାବେଳେ ଜଳଭଣ୍ଡାରକୁ ୨ ଲକ୍ଷ ୮୯ ହଜାର ୫୮୨ କ୍ୟୁସେକ୍ ଜଳ ପ୍ରବେଶ କରୁଛି ।

ଉପରମୁଣ୍ଡରେ ବର୍ଷା ତଥା ଜଳଭଣ୍ଡରକୁ ଜଳପ୍ରବେଶକୁ ଆଖିଆଗରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ ୨୦ଟି ଗେଟ୍ ଖୋଲିଛନ୍ତି । ତେବେ ଗୋଟିଏ ପଟେ ବର୍ଷା ଓ ଅନ୍ୟପଟେ ଜଳପତ୍ତନ ବୃଦ୍ଧି ଗେଟ୍ ଖୋଲିବାର ପ୍ରମୁଖ କାରଣ ବୋଲି ଜଣାପଡିଛି ।

   Related Posts