previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ଖୋଲିଲା, ମୋଟ ୪୪ଟି ଗେଟ୍ ଦେଇ ଜଳ ନିଷ୍କାସିତ

29/08/2020 at 9:44 AM

ସମ୍ବଲପୁର ୨୯।୮: ହୀରାକୁଦ ଜଳଭଣ୍ଡାରର ଆଉ ଦୁଇଟି ଗେଟ୍ ଖୋଲିଲା । ମୋଟ ୪୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାର ଜଳସ୍ତର ବୃଦ୍ଧି ହେବାରୁ ଆଉ ଦୁଇଟି ଗେଟ୍ ଖୋଲାଯାଇଛି । ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଜଳସ୍ତର ୬୨୬.୪୭ ଫୁଟ ରହିଛି ।

ଏବେ ହୀରକୁଦ ଜଳ ଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୮ ଲକ୍ଷ ୮୬ ହଜାର କ୍ୟୁସେକ୍ ଜଳ । ନିଷ୍କାସିତ ହେଉଛି ୬ ଲକ୍ଷ ୯୫ ହଜାର କ୍ୟୁସେକ୍ ଜଳ ।

ମୁଣ୍ଡଳିରେ ଧୀରେ ଧୀରେ ବଢୁଛି ଜଳସ୍ତର । ମୁଣ୍ଡଳି ଦେଇ ୯ ଲକ୍ଷ ୧୦ ହଜାର ୮୨୫ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି । ନରାଜ ଦେଇ ୪ ଲକ୍ଷ ୪୮ ହଜାର ୭୩୪ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି । ଯୋବ୍ରା ଦେଇ ପ୍ରବାହିତ ହେଉଛି ୪ ଲକ୍ଷ ୨୩ ହଜାର ୫୧୪ କ୍ୟୁସେକ୍ ଜଳ ।

   Related Posts