ଜଳ ସମ୍ପଦ ବିଭାଗ JEଙ୍କ ଆତ୍ମହତ୍ୟା, ବେକରେ ରଶି ଲଗାଇ ଝୁଲି ପଡ଼ିଲେ କନିଷ୍ଠ ଯନ୍ତ୍ରୀ

Published By : Prameya-News7 Bureau | February 28, 2024 IST

ବୌଦ୍ଧ: ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା । କନିଷ୍ଠ ଯନ୍ତ୍ରୀ ପ୍ରଦୀପ କୁମାର ଘୋଷ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ନିଜ ସରକାରୀ କ୍ୱାର୍ଟରରେ କନିଷ୍ଠ ଯନ୍ତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡିଛି । ପଙ୍ଖାରେ ଦଉଡ଼ି ଦେଇ କନିଷ୍ଠ ଯନ୍ତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚ ତଦନ୍ତ ଆରମ୍ଭ କରିଛି ।

Also read: ତେନ୍ତୁଳି ଗଛରେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି ପ୍ରେମୀ ଯୁଗଳ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.