ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

୧୧ ଜିଲ୍ଲାକୁ ପାଣିପାଗ ବିଭାଗର ଚେତାବନୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସହ ହେବ ବଜ୍ରପାତ

30/09/2021 at 3:56 PM

ଭୁବନେଶ୍ୱର, ୩୦/୦୯: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ଭିତରେ ବର୍ଷା ଓ ବଜ୍ରପାତ ହୋବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୧୧ ଜିଲ୍ଲାରେ ଅଧିକ ବର୍ଷା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ । ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼, ସମ୍ୱଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର ଏବଂ ମୟୁରଭଞ୍ଜରେ ବର୍ଷା ସହ ବଜ୍ରପାତ ହେବ ବୋଲି ଜଣାପଡ଼ିଛି ।  

   Related Posts