ତାତିରୁ ସାମୟିକ ଆଶ୍ବସ୍ତି ; କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା
Published By : Prameya-News7 Bureau | May 01, 2018 IST
ତାତିରୁ ସାମୟିକ ଆଶ୍ବସ୍ତି ; କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା
୪ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା
୫୦ ରୁ ୬୦ କି:ମି ବେଗରେ ବୋହିବ ପବନ
୧୧ଟି ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା
ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ
୧୧ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ନବରଙ୍ଗପୁର, କଳାହାଣ୍ଡି, କଟକ, ନୟାଗଡ, ଗଞ୍ଜାମ, ଖୋର୍ଦ୍ଧା
ସକାଳ ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ