oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ମେ’ ଶେଷରେ ଆସିବ ମୌସୁମୀ, ମାସ ଶେଷରେ କମିଯିବ ତାପମାତ୍ରା

6/05/2022 at 2:59 PM

ଭୁବନେଶ୍ୱର, ୦୬/୦୫:   ଏଥର ଆଗୁଆ ଆସିବ ମୌସମୀ । ସମ୍ଭବତଃ ମେ ମାସ ଶେଷ ସପ୍ତାହରେ ଆସିପାରେ । ଚଳିତ ମାସ ଶେଷ ଆଡ଼କୁ ତାପମାତ୍ରା କମିବ ବୋଲି କହିଛନ୍ତି ସିଇସି ଡ. ଶରତ ଚନ୍ଦ୍ର ସାହୁ ।

ଡ. ସାହୁ କହିଛନ୍ତି ଯେ,  ଏଥର ଶୀଘ୍ର ମୌସୁମୀ ଆସିବାର ସମ୍ଭାବନା ରହିଛି । ମେ ମାସ ଶେଷ ଆଡକୁ ରାଜ୍ୟରେ ତାପମାତ୍ରା କମିଯିବ । ଯାହା ଦ୍ୱାରା ମୌସମୀ ଆସିବା ସହଜ ହେବ । ଏହାକୁ ନେଇ ବିଭିନ୍ନ ମଡେଲରୁ ଅନୁମାନ କରାଯାଉଥିବା  ସେ କହିଛନ୍ତି ।

ସୂଚନାଯୋଗ୍ୟ,  ଏବେ ରାଜ୍ୟରେ ବାତ୍ୟା ଆଶଙ୍କା ରହିଛି । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାରେ ପରିଣତ ସମ୍ଭାବନା ଦେଖାଦେଇଛି । ଲଘୁଚାପ କ୍ଷେତ୍ରଟି ଶନିବାର ଅବପାତରେ ପରିଣତ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୮ ତାରିଖ ସଂଧ୍ୟା ସୁଦ୍ଧା ଅବପାତ ବାତ୍ୟାରେ ପରିଣତ ହେବା ସମ୍ଭାବନା ସୃଷ୍ଟି ହୋଇଛି । ସେହିପରି ବାତ୍ୟା ୧୦ ତାରିଖରେ ଲ୍ୟାଣ୍ଡଫଲ କରିପାରି ବୋଲି ଅନୁମାନ କରାଯାଉଛି ।

   Related Posts