ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

୧୨ ତାରିଖ ପରେ ଓଡ଼ିଶା ଛୁଇଁବ ମୌସୁମୀ, ୪ ଜିଲ୍ଲାକୁ ହିଟ୍‌ ୱେଭ୍ ୱାର୍ଣ୍ଣିଂ

6/06/2022 at 2:52 PM

ଭୁବନେଶ୍ୱର ୦୬।୦୬: ଜୁନ୍‌ ୧୨ ପରେ ଓଡିଶା ଛୁଇଁବ ମୌସୁମୀ । ରାଜ୍ୟରେ ବର୍ଷାର ବିଶେଷ ପ୍ରଭାବ ନଥିବା ବେଳେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ବାୟୁମଣ୍ଡଳରେ ଆଦ୍ରତା ଯୋଗୁଁ ଗୁଳୁଗୁଳି ପରିଲକ୍ଷିତ ହେଉଛି ।ତେଣୁ ମୌସୁମୀ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରୁନାହିଁ । ଆସନ୍ତା ୧୨ ତାରିଖ ପରେ ପାଗରେ ପରିବର୍ତନ ସହ ମୌସୁମୀ ଓଡିଶା ଛୁଇଁବା ନେଇ ପୂର୍ବାନୁମାନ କରିଛନ୍ତି ସୋଆ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଶରତ ସାହୁ । ଅନ୍ୟପଟେ ୪ ଜିଲ୍ଲାକୁ ହିଟ୍‌ ୱେଭ ୱାର୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

   Related Posts