oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ବୁଧବାର, ୧୭ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

16/02/2021 at 6:31 PM

ମେଷ – ଆଜି କର୍ମକ୍ଷେତ୍ରରେ କିଛି ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି । ମିତ୍ରମାନେ ସୁବିଧାବାଦୀ ଭଳି କାମ କରିବେ, ଯାହାକି ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସୁଖୀ ହେବେ ।

ବୃଷ – ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

ମିଥୁନ – କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । ପାରିବାରିକ ସମସ୍ୟା ପୂର୍ବପରି ରହିବା ସଙ୍ଗକୁ ସାଧାରଣ କଥାକୁ କେନ୍ଦ୍ର କରିମଧ୍ୟାହ୍ନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।


କର୍କଟ – ଆଜି ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରୁ ଧୋକା ଖାଇବାକୁ ପଡିବ । ପରିବାରର ଆବଶ୍ୟକତାକୁ ନେଇ ମନୋରଞ୍ଜନ ଜିନିଷ କ୍ରୟ ସକାଶେ ମନ ବଳାଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲ ଭାବରେ ଚିନ୍ତା କରନ୍ତୁ । ମୂଲ୍ୟବାନ ଜିନିଷ କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।


କନ୍ୟା – ସ୍ଥଗିତ କାର୍ଯ୍ୟ ସାଧନ ସକାଶେ ସ୍ଥାନୀୟ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ । ପାରିବାରିକ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ତୁଳା – ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ମାଙ୍ଗଳିକଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।


ବିଛା – ଜୀବନଯାତ୍ରାକୁ ଶୃଙ୍ଖଳିତ ରଖିବା ହେତୁ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହେବ । ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହୋଇପାରନ୍ତି । ଶୁଭ ଅଙ୍କ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଚେଷ୍ଟା କଲେ ଉପକୃତ ଅବଶ୍ୟ ହେବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସୁଖୀ ହେବେ ।


ମକର – ଯେତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁଁ ପ୍ରଗତି ହୋଇପାରିବ ନାହିଁ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାରୁ ମନ ଭଲ ରହି ନ ପାରେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ – ଗତକାଲିର ଆଲୋଚନା ଓ ଯୋଜନା ଅନୁଯାୟୀ କାମ କଲେ ଅବଶ୍ୟ ଉପକୃତ ହେବେ । ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ରହିବ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୭ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।


ମୀନ- ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । ସହକର୍ମୀଙ୍କ ସହ ଅବସର ସମୟରେ ଆଳାପ ଆଲୋଚନା ରେ ସମୟ କଟାଇବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

   Related Posts