ବୁଧବାର ରାଶିଫଳ: ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ ଏହି ରାଶି ବ୍ୟକ୍ତି

Published By : Prameya-News7 Bureau | September 21, 2021 IST

ମେଷ–ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟରେ ବାଧା-ବିଘ୍ନ ଉପୁଜି ପାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।


ବୃଷ–କଳହ ଠାରୁ ନିଜକୁ ମୁକ୍ତ ରଖି ପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶ୍ରମ ଯେତେ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । ବହୁମିତ୍ର ବ୍ୟକ୍ତିଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ - ଶତ୍ରୁ ଯେତେ ବଳବାନ୍‌ ହେଉ ନା କାହିଁକି ତାକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଉତ୍ତମ ଖବର ପାଇ ଖୁସି ହୋଇପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୬ ।
• ଚାଷୀ- ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗର ହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କର୍କଟ–ସମସ୍ୟା ଜାଲରେ ଛନ୍ଦି ହେବା ପରି ଅନୁଭବ କରିବେ । ବନ୍ଧୁବର୍ଗରୁ ସହ-ଯୋଗ ମିଳିବ । କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ କରିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଶ୍ରମସାର୍ଥକ ହେବ ।

ସିଂହ –କେତେକ ବିଶେଷ ସମସ୍ୟାର ସହଜ ସମାଧାନ କରିପାରିବେ । ପରିବାରରେ ଶାନ୍ତି ଅବ୍ୟାହତ ରହିବ । ମନୋବଳ ଦୃଢହେବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା–ଆଜି ଆପଣ ଭୋଗବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇବେ । ପ୍ରଶାସନିକ ସ୍ଥରରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୮ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

ତୁଳା–ପୁରାତନ ରୋଗ ପୀଡା, ଋଣ ପରିଶୋଧ ଓ ଆତ୍ମୀୟଙ୍କ ବିରୁଦ୍ଧାଚରଣ ବିଷୟରେ ଚିନ୍ତା କରିବେ । ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ଚେଷ୍ଟା କରି ସଫଳତା ପାଇବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା–କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ କମିଯିବ । ପ୍ରତିବେଶୀଙ୍କ ସାହାର୍ଯ୍ୟ ନେଇ କୌଣସି ଅସମାହିତ କାମକୁ ସମ୍ପନ୍ନ କରିବ । କୌଣସି ବନ୍ଧୁଙ୍କ ସକାଶେ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୩ ।
• ଗୃହିଣୀ- ଘର କାମରେବ୍ୟସ୍ତରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ଧନୁ –ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ଆନୁଷ୍ଠଙ୍ଗିକ ସାହାର୍ଯ୍ୟ, ସୁବିଧା ପାଇବେ । ବର୍ତ୍ତମାନ ସକାଶେ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ ।ଶୁଭରଙ୍ଗ କଳା । ଶୁଭରଙ୍ଗ ୫ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ହେବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

ମକର–ବିବାଦୀୟ କଥା, ଶତ୍ରୁତା କରୁଥିବା ବ୍ୟକ୍ତି, ଅର୍ଥ ସମ୍ପର୍କୀୟ ସମସ୍ୟା ବିଷୟରେ ଚିନ୍ତା କରିବେ । ଆତ୍ମୀୟଙ୍କ ପ୍ରତିରୋଧ ଆପଣଙ୍କ ଚିନ୍ତାଧାରାକୁ ବିଶୃଙ୍ଖଳିତ କରିବ ।ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
• ଚାଷୀ- ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ -କୌଣସି କଥାକୁ କେନ୍ଦ୍ର କରି ଶିକ୍ଷା କ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ ।କଳା, ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶାରହିଛି । ଶୁଭରଙ୍ଗ ପିଚ୍‌ ।ଶୁଭ ଅଙ୍କ ୩ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମୀନ - ଘରକଥା, ଜମିବାଡି, ଯାନବାହନ, ଲୋକସମ୍ପର୍କ, ଆଲୋଚନା ଭିତରେ ସମୟ ଅତିବାହିତହେବ । ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.