oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

23/09/2022 at 9:20 PM

ବ୍ରହ୍ମଗିରି, ୨୩/୦୯: ନଦୀକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଜୁରିଆ ନିକଟ ବ୍ରହ୍ମପୁର ଗାଁର ବିଶ୍ବମ୍ବର ସାହୁଙ୍କ ସ୍ତ୍ରୀ ପ୍ରମୋଦିନୀ ପାରିବାରିକ କଳହକୁ କେନ୍ଦ୍ରକରି ସନ୍ଧ୍ୟାରେ ଖଜୁରିଆ ସେତୁ ନିକଟରେ ଭାର୍ଗବୀ ନଦୀକୁ ଡେଇଁ ପଡ଼ିଥିଲେ । ଅଗ୍ନିଶମ ବିଭାଗ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

   Related Posts