oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଅଜଣା ଗାଡି ଧକ୍କାରେ ବାରହା ଗୁରୁତର, ଚିକିତ୍ସା କରୁଛି ବନ ବିଭାଗ ଟିମ୍

9/08/2021 at 10:46 AM

ଭୁବନ ୯।୮: ଏସିଆ ମହାଦେଶର ବଡ ଗାଁ ଭୁବନ । ଭୁବନ ଅଞ୍ଚଳରେ ଥିବା ଭାରତୀ ପାହାଡରେ ରୁହନ୍ତି ଅନେକ ଜୀବଜନ୍ତୁ । ଭୁବନ ଦେଇ ଯାଇଥିବା ଜାତୀୟ ରାଜପଥ ୫୩ରେ ବିଭିନ୍ନ ସମୟରେ ଗାଡି ଧକ୍କାରେ ବନ୍ୟଜନ୍ତୁଙ୍କର ମୃତ୍ୟୁ ହେଉଛି । ସୋମବାର ଭୁବନ ବନାଞ୍ଚଳ ଅନ୍ତର୍ଗତ ଜାତୀୟ ରାଜପଥ ୫୩ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ଅଜଣା ଗାଡି ଧକ୍କାରେ ବାରହା ଗୁରୁତର ହୋଇଛି । ସ୍ଥାନୀୟ ଲୋକେ ବାରହାଟି ଦେଖି ବନ ବିଭାଗକୁ ଖବର ଦେଇଥିଲେ ।

ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ଗୁରୁତର ବାରହାକୁ ଉଦ୍ଧାର କରି ଚିକିତ୍ସା ଚଳାଇଛନ୍ତି । ଗାଡି ଧକ୍କାରେ ବାରହାଟିର ଅଣ୍ଟା ଭାଙ୍ଗି ଯାଇଥିବା ଅନୁମାନ କରାଯାଉଛି । ବାରହାଟିର ଆନୁମାନିକ ବୟସ ୪/୫ ବର୍ଷ ହେବା ସହିତ ୭୦ କିଲୋରୁ ଅଧିକ ଓଜନ ହେବ ବୋଲି ବନ ବିଭାଗ ତରଫରୁ ସୂଚନା ମିଳିଛି । ଜାତୀୟ ରାଜପଥ ୫୩ ସଂପ୍ରସାରଣ ହେଉଥିବାରୁ ବିଭିନ୍ନ ସମୟରେ ବନ୍ୟଜନ୍ତୁଙ୍କର ଗାଡି ଦୁର୍ଘଟଣାରେ ଜୀବନ ଯାଉଛି । ବନ୍ୟଜନ୍ତୁଙ୍କ ସୁରକ୍ଷା ନିମନ୍ତେ ବନ ବିଭାଗ ପଦକ୍ଷେପ ନେବା ଆବଶ୍ୟକ ହୋଇପଡିଛି ।

   Related Posts