ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ

Published By : Prameya-News7 Bureau | August 16, 2019 IST

ବାଲିପାଟଣା ୧୬।୮ : ବଜ୍ରାଘାତରେ ମହିଳାଙ୍କ ମୃତ୍ୟୁ ହୋଇଛି । ବାଲିପାଟଣା ଥାନା ବନମାଳିପୁର ଫାଣ୍ଡି ଅନ୍ତର୍ଗତ ଶିବବରହମ୍ ପୁର ଗ୍ରାମର ପଦି ଭୋଇଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଛି । ବନମାଳିପୁର କଲେଜ ନିକଟରେ ଥିବା ଭେଣ୍ଡି ବିଲରୁ ଭେଣ୍ଡି ତୋଳୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ପଦିଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ପାଖାପାଖି ବିଲରେ କାମ କରୁଥିବା ଅନ୍ୟ ଚାଷୀମାନେ ଅଳ୍ପକେ ରକ୍ଷା ପାଇଯାଇଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.