oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ହାତୀ ଆକ୍ରମଣରେ ମହିଳା ମୃତ

19/07/2018 at 5:38 AM

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି | ଚୌଦ୍ୱାର ବଡ଼ପୋଖରୀ ଚାରିଘରିଆ ଗାଁରେ ଘଟିଛି ଅଘଟଣ | ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି | ମୃତ ମହିଳା ଜଣକ ହେଲେ ମୀନ ସିଂ | ଘରକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡିଯାଇଥିଲେ | ଗତକାଲିଠାରୁ ସେ ନିଖୋଜ ଥିଲେ | ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରୁଥିବା ବେଳେ ଆଜି ତାଙ୍କର ମୃତଦେହ ମିଳିଛି | ଘଟଣା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ଦେଖିବାକୁ ମିଳିଛି | ଉତ୍ୟକ୍ତ ଲୋକେ ଭଗତପୁର ସେକ୍ସନ ଫରେଷ୍ଟରଙ୍କୁ ଘେରାଉ କରିଛନ୍ତି |

   Related Posts