କୋଣାର୍କରେ ମାନସିକ ବିକୃତ ମହିଳାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା
15/05/2018 at 10:11 AM

କୋଣାର୍କରେ ଲଜ୍ଜା ! ମାନସିକ ବିକୃତ ମହିଳାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି …
କୋଣାର୍କ ମନ୍ଦିର ଠାରୁ ୧୦୦ ମିଟର ଦୂରରେ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର କରାଯାଇଥିଲା …
ଗତକାଲି ବିଳମ୍ବିତ ରାତିରେ ମହିଳାଙ୍କୁ ଦୁଷ୍କର୍ମ ପରେ ଦୁର୍ବୃତ୍ତମାନେ ନିର୍ମମ ଭାବେ ହତ୍ୟା କରିଥିବା ସନ୍ଦେହ କରାଯାଉଛି …
ମାମଲାରେ ପୋଲିସ ଜଣକୁ ଅଟକ ରଖି ପଚରାଉଚୁରା କରୁଛି …
କୋଣାର୍କ ପୋଲିସ ଶବକୁ ଜବତ କରି ନିଜ ଆଡୁ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି …