ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଦୀପରୁ ନିଆଁ ଲାଗି ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

16/12/2021 at 11:49 AM

ସୁନ୍ଦରଗଡ ୧୬।୧୨: ସୁନ୍ଦରଗଡ ରାଜଗାଙ୍ଗପୁର ବ୍ଲକ୍ କଲୋନୀରେ ଅଘଟଣ । ଦୀପରୁ ନିଆଁ ଲାଗି ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କୁ ରାଜଗାଙ୍ଗପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ରାଉରକେଲା ଆରଜିଏଚକୁ ସ୍ଥାନାନ୍ତର କରାଯାଇଛି ।

   Related Posts