oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବିଲରୁ କାମ ସାରି ଫେରୁଥିଲେ ମହିଳା, ବଜ୍ରାଘାତରେ ଚାଲିଗଲା ଜୀବନ

1/08/2022 at 4:17 PM

ଜଳେଶ୍ବର ୧।: ବିଲରୁ କାମ ସାରି ଫେରିବା ବେଳେ ଲାଗିଲା ବଜ୍ରାଘାତ । ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ଚଣ୍ଡୀପୁର ଗ୍ରାମର ମିନତୀ ମୁଖୀ ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ବସ୍ତା ଥାନା ସନ୍ତୋଷପୁର ପଞ୍ଚାୟତର ଚଣ୍ଡୀପୁର ଗ୍ରାମର ମିନତୀ ମୁଖୀ ନାମକ ୩୫ ବର୍ଷର ମହିଳା ସୋମବାର ଦିନ ପ୍ରାୟ ୧ଟା ୩୦ମିନିଟ୍‌ ସମୟରେ ବିଲ କାମ ସାରି ଗୋରୁ ନେଇ ଘରକୁ ଫେରୁଥିଲେ । ସେହି ସମୟରେ ହଠାତ ବଜ୍ରପାତ ହୋଇଥିଲା । ବଜ୍ରାଘାତରେ ମହିଳା ଜଣଙ୍କ ଗୁରୁତର ହୋଇ ପଡ଼ିଥିଲେ । ପରିବାର ପକ୍ଷରୁ ସଂଗେ ସଂଗେ ତାଙ୍କୁ ଉଦ୍ଧାର କରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଆସିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ମିନତୀଙ୍କ ମୃତ୍ୟୁ ଖବର ପାଇ ଘଟଣାସ୍ଥଳରେ ବସ୍ତା ପୋଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଜାରି ରଖିଛି ।

   Related Posts