ଜଙ୍ଗଲରୁ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା କରି ପିଙ୍ଗିଦେଇଥିବା ସୂଚନା

Published By : Prameya-News7 Bureau | June 24, 2022 IST

ଆଠଗଡ ୨୪।୬: ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର । ଆଠଗଡ ଥାନା ଅନ୍ତର୍ଗତ ଜେନାପଦା ଶାଳବଣୀ ଜଙ୍ଗଲରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଖବର ପାଇ ଘଟଣାସ୍ଥଳରେ ଆଠଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

{"id":646548,"sizeSlug":"full","linkDestination":"none"}

ତେବେ ମୃତ ମହିଳାଙ୍କ ପରିଚୟ ଏଯାଏଁ ମିଳିପାରି ନାହିଁ । ଦୁଇରୁ ତିନି ଦିନ ପୂର୍ବେ କେହି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟା କରି ଏହି ନିଛାଟିଆ ଜଙ୍ଗଲରେ ପକାଇ ଦେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.