Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଣି ଘେରରେ ଚାନ୍ଦବାଲି ବ୍ଲକର ୨୦ ଗାଁ, ଦୁର୍ବଳ ନଦୀବନ୍ଧ ପାଇଁ ଚିନ୍ତାରେ ଲୋକେ
  • ||
  • ଦେଶରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୪୦୯୨ କରୋନା ପଜିଟିଭ୍
  • ||
  • ଆଉ ନାହାନ୍ତି ବିଶିଷ୍ଠ ଶିଳ୍ପପତି ତଥା ଭାରତର ୱାରେନ୍ ବଫେଟ୍‌ ରାକେଶ ଝୁନଝୁନୱାଲା: ୬୨ ବର୍ଷ ବୟସରେ ମୁମ୍ବାଇରେ ପରଲୋକ
  • ||
  • ମହାନଦୀ ଫୁଲୁଛି : ବୌଦ୍ଧରେ ବନ୍ୟା ସ୍ଥିତି, ହରଭଙ୍ଗା ବ୍ଲକ୍‌ର ୫୫ ଗାଁ ପ୍ରଭାବିତ
  • ||
  • କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ, ଜଣେ ପୋଲିସ କର୍ମୀ ସହିଦ
  • ||
  • ଏସିଆ କପ୍ ପାଇଁ କୋହଲି ପ୍ରସ୍ତୁତ : ଇନଡୋର୍ ଷ୍ଟାଡିୟମରେ କଲେ ଜୋରଦାର ଅଭ୍ୟାସ
  • ||

ହାତୀ ଆକ୍ରମଣରେ ମହିଳା ଗୁରୁତର

16/02/2020 at 9:35 AM

ଢେଙ୍କାନାଳ ୧୬/୨: ହାତୀ ଆକ୍ରମଣରେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ  ମହିଳାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗୁରୁତର ମହିଳା ହେଲେ ବେଲଗୁଣ୍ଠା ଗାଁର ଶୀତା ଭୂୟାଁ। ପ୍ରାତଃ ଭ୍ରମଣ କରୁଥିବା ବେଳେ ସେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି।

   Related Posts