AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ପାରିବାରିକ କଳହକୁ ନେଇ ଛତ୍ରପୁର ଥାନା ଆଗରେ ବିଷ ପିଇଦେଲେ ମହିଳା, ଡାକ୍ତରଖାନାରେ ଭର୍ତ୍ତି

23/08/2022 at 10:13 PM

ଖଲ୍ଲିକୋଟ, ୨୩/୦୮: ପାରିବାରିକ କଳହକୁ ନେଇ ଛତ୍ରପୁର ଥାନା ଆଗରେ ବିଷ ପିଇଦେଲେ ମହିଳା । ମହିଳା ଜଣଙ୍କ ଛତ୍ରପୁର ମହାବୀର ନଗରର ଏମ ଝିଲି ପାତ୍ର ବୋଲି ଜଣାପଡ଼ିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଆତ୍ମହତ୍ୟା କରିଥିବା ଝିଲି ପ୍ରେମ ବିବାହ କରିଥିବା ବେଳେ ଶ୍ୱଶୁର ଘର ଲୋକ ଯୌତୁକ ନିର୍ଯାତନା ଦେଉଥିଲେ । ଏ ନେଇ ଛତ୍ରପୁର ଥାନାରେ ଝିଲିଙ୍କ ପରିବାର ପକ୍ଷରୁ କେସ୍‌ ଦିଆଯାଇଥିଲା ବାରମ୍ବାର ଅଭିଯୋଗ ପରେ ବି କୌଣସି କାର୍ଯ୍ୟନୁଷ୍ଠାନ ହୋଇନଥିବାରୁ ଆଜି ଥାନା ପରିସରରେ ମହିଳା ଜଣକ ବିଷ ପିଇ ଦେଇଥିବା କହିଛନ୍ତି ପରିବାର ଲୋକେ ।

   Related Posts