ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରାଜଧାନୀରେ ଭାରୀ ମୋଟରଯାନ ଚଲାଇବେ ମହିଳା ଓ କିନ୍ନର, ତାଲିମ ଦେବ କ୍ରୁଟ୍

27/05/2022 at 2:51 PM

ଭୁବନେଶ୍ୱର ୨୭/୦୫: ରାଜଧାନୀରେ ଏଣିକି ଭାରୀ ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । ଏନେଇ କ୍ରୁଟ୍ ପକ୍ଷରୁ ଦିଆଯିବ ତାଲିମ । କ୍ରୁଟ୍ ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମହିଳା ଓ କିନ୍ନରଙ୍କୁ ଭାରି ଯାନ ଚଲାଇବା ନେଇ ତାଲିମ ଦିଆଯିବ । ଆଉ ଏହି ସୁଯୋଗ ଦେବ କ୍ରୁଟ୍ ।

ଏଥିପାଇଁ ଇଚ୍ଛୁକ ବ୍ୟକ୍ତି ଆବେଦନ କରିପାରିବେ । ଭାରିଯାନ ଡ୍ରାଇଭିଂ ଟ୍ରେନିଂ ପାଇଁ ୧ ଏପ୍ରିଲ ୨୦୨୧ ପୂର୍ବରୁ ବର୍ଷେ ବୈଧତା ଏଲଏମଭି ଲାଇସେନ୍ସ ଥିବା ଆବଶ୍ୟକ । ଶିକ୍ଷାଗତ ଯୋଗ୍ୟତା ଦଶମ ପାସ୍ କିମ୍ବା ତାଠାରୁ ଅଧିକ ହେବ । ସେହପରି ବୟସ ୨୦ରୁ ୪୦ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ ।

   Related Posts