oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

୩ ଶିଶୁ କନ୍ୟା ଜନ୍ମ ଦେଲେ ମହିଳା, ସମସ୍ତେ ସୁରକ୍ଷିତ

14/08/2021 at 10:29 AM

ସାନଖେମୁଣ୍ଡି, ୧୪/୦୮ : ୩ ଶିଶୁଙ୍କୁ ଜନ୍ମ ଦେଲେ ମହିଳା ।  ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଆଡପଡ଼। ଗୋଷ୍ଠୀ ସ୍ୱାସ୍ତ୍ୟ କେନ୍ଦ୍ର ଅନ୍ତର୍ଗତ ଡେଙ୍ଗାଉସ୍ତ। ପ୍ରାଥମିକ ସ୍ୱାସ୍ତ୍ୟ କେନ୍ଦ୍ରରେ ଜଣେ ମହିଳା ତିନି ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି ।

ସୂଚନାନୁସାରେ, ମହିଳାଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ପରିବାର ଲୋକେ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ସେ ତିନୋଟି ଶିଶୁ କନ୍ୟା ଜନ୍ମ ଦେଇଥିଲେ ।

ମହିଳା ଜଣଙ୍କ ହେଲେ ସାନଖେମୁଣ୍ଡି ବ୍ଲକ ଟି .ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡି ଖୋଲ ଗ୍ରାମର ସାରାଦେବୀ ମଣ୍ଡଳ ।  ତେବେ ଉଭୟ ମାଆ ଏବଂ ଶିଶୁ ସୁରକ୍ଷିତ ରହିଛନ୍ତି । ଏନେଇ ମେଡ଼ିକାଲ ଇନଚାର୍ଜ ବାହାନ କୁମାର ଦାସ ସୂଚନା ଦେଇଛନ୍ତି।

   Related Posts