LIVE TV

ନୂଆପଡ଼ା ଉପନିର୍ବାଚନ ପାଇଁ ଆସିଲା ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା, ବିରୋଧୀ ଦଳ ନେତା କରିବେ କ୍ୟାମ୍ପେନ୍

NEWS7
women-commited-sucide-due-to-torture-of-brother-in-law

ଭୁବନେଶ୍ବର ୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଆସିଲା ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା । ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି । ତାଲିକାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରହିଛନ୍ତି । ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର ସ୍ବାଇଁ ଓ ନିରଞ୍ଜନ ପୂଜାରୀ ପ୍ରମୁଖଙ୍କ ନାଁ ତାଲିକାରେ ସାମିଲ ।