ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ମାଲବାହୀ ଟ୍ରେନରେ କଟି ମହିଳା ମୃତ

14/12/2019 at 9:23 AM

ଅନୁଗୋଳ : ମାଲବାହୀ ଟ୍ରେନରେ କଟି ମହିଳାଙ୍କ ମୃତ ହୋଇଛି । ମୃତ ଗୁରୁଜାଙ୍ଗ ଗାଁର ମମତା ଦେହୁରୀ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଆଜି ସକାଳ ସମୟରେ ଗାଧୋଇବା ପାଇଁ ଯାଉଥିବା ସମୟରେ NTPCର ଏକ ମାଲବାହୀ ଟ୍ରେନରେ କଟି ମମତାଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଗୋଡିବନ୍ଧ ଫାଣ୍ଡି ଅଧିକାରୀ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛନ୍ତି ।   

   Related Posts