ରାଜଧାନୀରେ ଡେଙ୍ଗୁ ମୃତ୍ୟୁ ଅଭିଯୋଗ
7/06/2018 at 9:28 AM

ରାଜଧାନୀରେ ଡେଙ୍ଗୁ ମୃତ୍ୟୁ ଅଭିଯୋଗ । ଡେଙ୍ଗୁରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ମହିଳା ଚନ୍ଦ୍ରଶେଖରପୁରର ପ୍ରତିମା ଦାସ । ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ ପ୍ରତିମା । ୨ ଦିନ ତଳେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏପର୍ଯ୍ୟନ୍ତ ରାଜଧାନୀରେ ୩ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ।
Related Posts
ଗୁଣି ଗାରେଡ଼ି ସନ୍ଦେହରେ ମରଣାନ୍ତକ ଆକ୍ରମଣ; ଜଣେ ଆହତ
29 May 2023