ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ଦିଲ୍ଲୀ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଥାଉକି ଗତ ୩ ବର୍ଷ ତଳେ ତାଙ୍କ ସ୍ୱାମୀ ସୋନୀ ମେହେତାଙ୍କର ପରଲୋକ ହୋଇଥିଲା। ଗୀତାଙ୍କ ପରଲୋକ ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟସୂଚୀ ନେଇ ସୂଚନା ମିଳିଛି। ଆସନ୍ତାକାଲି ସକାଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବେ ବୋଲି ସୂଚନା ମିଳିଛି। ଗୀତା ମେହେତା ଗତ ୪ ବର୍ଷ ତଳେ … Continue reading ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ
Copy and paste this URL into your WordPress site to embed
Copy and paste this code into your site to embed