vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ବ୍ରାହ୍ମଣୀ ନଦୀରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

20/08/2020 at 10:53 AM

ଚଣ୍ଡିଖୋଲ ୨୦।୮: ବ୍ରାହ୍ମଣୀ ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ଯାଜପୁର ଜିଲ୍ଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଳକୁଣ୍ଡ ମଙ୍ଗଳା ମନ୍ଦିର ବ୍ରାହ୍ମଣୀ ନଦୀରେ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି ।

ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଯୁବତୀଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts