vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ବୋଲେରୋରେ ଆସି ଜଣଙ୍କୁ ହତ୍ୟା କରି ଫେରାର ହୋଇଗଲେ ଦୁର୍ବୃତ୍ତ, ଅନ୍ୟଜଣେ ଅଳ୍ପକେ ବର୍ତ୍ତିଲେ

18/05/2022 at 10:43 PM

ବ୍ରହ୍ମପୁର, ୧୮/୦୫: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବୁଢାମ୍ବ ବାହଲପଲି ହ୍ରଦ ରାସ୍ତାରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଯାଇଛି  । ଏହି ହତ୍ୟାକାଣ୍ଡରେ ଖଜାପଲି ଗ୍ରାମର ରାଜୁ ବିଷୋଇ ନାମକ ଯୁବକର ମୃତ୍ୟୁ ହୋଇଛି । ଗୋଟିଏ ବୋଲେରୋରେ ଦୁର୍ବୃତ୍ତମାନେ ଆସି ହତ୍ୟା କରି ଫେରାର ହୋଇଯାଇଥିବା ଜଣାପଡ଼ିଛି ।

ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବୋଲେରୋକୁ ମଧ୍ୟ ଜବତ କରିଛି । ତେବେ ହତ୍ୟାକାଣ୍ଡ ସମୟରେ ମୃତ ବ୍ୟକ୍ତିଙ୍କ ନିକଟରେ ବସିଥିବା ଅନ୍ୟ ଜଣେ ଯୁବକ ଅଳ୍ପକେ ହତ୍ୟାକାରୀଙ୍କ କବଳରୁ ବର୍ତ୍ତି ଯାଇଛନ୍ତି  ।

   Related Posts