suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଛିଣ୍ଡିଗଲା ଯୁବକଙ୍କ ହାତ

15/10/2018 at 11:50 AM

ସାଲେପୁର ୧୫/୧୦ : ସାଲେପୁର କିଶନନଗର ଥାନା ବୋଇଲ ଗାଁରେ ଅଘଟଣ ଘଟିଛି | ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି | ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଅଛନ୍ତି | ବିସ୍ଫୋରଣରେ ଯୁବକଙ୍କ ହାତ ଛିଂଡିଯାଇଥିବା ଜଣାପଡିଛି | ଗୁରୁତର ଯୁବକ ଜଣକ ହେଲେ ଦେବେନ୍ଦ୍ର ସାମଲ | ଗୁରୁତର ଅବସ୍ଥାରେ ତାଙ୍କୁ ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି |

   Related Posts