Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ମୁକ୍ତେଶ୍ବର ମନ୍ଦିର ପରିସରରେ ଥିବା ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

14/06/2019 at 12:56 PM

ଭୁବନେଶ୍ବର ୧୪|୬: ମୁକ୍ତେଶ୍ବର ମନ୍ଦିରର ପରିସରରେ ଥିବା ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି । ଗାଧୋଉଥିବା ବେଳେ ଗୋଡ ଖସିଯାଇ ପାଣିରେ ବୁଡି ଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି ଲିଙ୍ଗରାଜ ଥାନା ପୋଲିସ ।

   Related Posts